ଦେଶ ବିଦେଶ

Gold Silver Price: ରୁପା ଦାମ୍ ସ୍ଥିର ଥିଲାବେଳେ ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ବଢ଼ିଲା

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୨୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୩୬୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୨୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୧,୩୬୦ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୪,୨୧୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୧,୩୬୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୪,୩୬୦ ଟଙ୍କା ଓ ୨୨ କ୍ୟାରଟେ ୧,୪୧,୫୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୪,୧୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୧,୩୪୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୪,୨୧୦ଓ ୨୨ କ୍ୟାରେଟ ମୂଲ୍ୟ ୧,୪୧,୩୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୯,୯୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *

Back to top button